ଓଡ଼ିଶା ପରିକ୍ରମା ବ୍ୟୁରୋ

WEATHER UPDATE: ବଢିବ ତାତି, ଲାଗିରହିବ କାଳବୈଶାଖୀ…

ଭୁବନେଶ୍ଵର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ । ବିଭିନ୍ନ ଜିଲ୍ଲାରେ କୁଆପଥର ବର୍ଷା ମଧ୍ୟ ହେଉଛି। ଏହିଭଳି ଆହୁରି ୭ ଦିନ ରାଜ୍ୟରେ ବର୍ଷା ଏବଂ ବିଜୁଳି ଘଡ଼ଘଡ଼ି ଲାହିରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ରାଜ୍ୟ ଏବଂ ପଡ଼ୋଶୀ ଅଞ୍ଚଳଗୁଡ଼ିକରେ ସମୁଦ୍ର ପତ୍ତନଠାରୁ ୦.୯ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ଏକ ଗଭୀର ଟ୍ରଫ୍ ରେଖା ବିସ୍ତାର କରିଥିବାରୁ ଓଡ଼ିଶାରେ ପାଗ ଅତ୍ୟନ୍ତ ଅସ୍ୱାଭାବିକ ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ ଅନୁଯାୟୀ ୨୮…

ଆହୁରି ପଢନ୍ତୁ

ଜଣେ ବିବାହିତ ବ୍ୟକ୍ତି ଲିଭ୍-ଇନ୍ ସମ୍ପର୍କରେ ରହିବା ଅପରାଧ ନୁହେଁ: ହାଇକୋର୍ଟ

ପ୍ରୟାଗରାଜ: ଜଣେ ବିବାହିତ ବ୍ୟକ୍ତି ଜଣେ ବୟସ୍କା ମହିଳାଙ୍କ ସହ ସମ୍ମତିକ୍ରମେ ଲିଭ୍-ଇନ୍ ସମ୍ପର୍କରେ ରହିବା କୌଣସି ଅପରାଧ ନୁହେଁ।  ଶୁକ୍ରବାର ଆଲ୍ଲାହାବାଦ ହାଇକୋର୍ଟ ଏକ ଐତିହାସିକ ନିଷ୍ପତ୍ତିରେ ସ୍ପଷ୍ଟ କରିଛନ୍ତି। ବିଚାରପତି ଜେଜେ ମୁନିର ଓ ବିଚାରପତି ତରୁଣ ସକ୍‌ସେନାଙ୍କୁ ନେଇ ଗଠିତ ଏକ ଖଣ୍ଡପୀଠ କହିଛନ୍ତି, ସାମାଜିକ ନୈତିକତା କେବେ ହେଲେ ନାଗରିକଙ୍କ ସାମ୍ବିଧାନିକ ଅଧିକାରକୁ ସୁରକ୍ଷା ଦେବା କ୍ଷେତ୍ରରେ କୋର୍ଟଙ୍କ କର୍ତ୍ତବ୍ୟକୁ ବାଧା ଦେଇପାରିବ ନାହିଁ। ଯଦି ଆଇନ ଅନୁଯାୟୀ କୌଣସି ଅପରାଧ ହୋଇନାହିଁ, ତେବେ…

ଆହୁରି ପଢନ୍ତୁ

ସରିଲା ରୁକୁଣା ରଥଟଣା: ମାଉସୀ ଘରେ ପହଞ୍ଚିଥିଲେ ବାବା ଲିଙ୍ଗରାଜ

ଭୁବନେଶ୍ବର: ସରିଲା ରୁକୁଣା ରଥଯାତ୍ରା । ଆଜି ଶୁକ୍ରବାର ରାତି ୭.୧୫ ମିନିଟ୍ ସମୟରେ ପହଞ୍ଚିଲା ରଥ । ଚାରମାଳ ଲାଗି ହେବା ପରେ ଭେଟ ଆଳତି କରାଯିବ । ନିୟମ ଅନୁସାରେ ଆଜି ରାମ ନବମୀ ଅବସରରେ ଲିଙ୍ଗରାଜ ମହାପ୍ରଭୁ ରାମଚନ୍ଦ୍ରଙ୍କୁ ଭେଟିବାର ନିୟମ ରହିଥିଲା । ତେଣୁ ସୂର୍ଯ୍ୟାସ୍ତର ୪୫ ମିନିଟ୍ ପରେ ମଧ୍ୟ ରଥ ଟଣା ଯାଇ ମାଉସୀ ମା’ ମନ୍ଦିର ପାଖକୁ ଆଣାଯାଇଥିଲା । ଗତକାଲି ପବିତ୍ର ଅଶୋକାଷ୍ଟମୀ ଅବସରରେ ରୁକୁଣା ରଥ…

ଆହୁରି ପଢନ୍ତୁ

Weather Update: ପୁଣି କାଳବୈଶାଖୀ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ପୁଣି ଦେଖାଦେବ କାଳବୈଶାଖୀ ପ୍ରଭାବ। ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବରେ ବର୍ଷା, ବଜ୍ରପାତ ସହ କେତେକ ସ୍ଥାନରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ପବନ ବହିବାର ଆଶଙ୍କା ରହିଛି । ସେହିପରି ଆସନ୍ତା ୩୧ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ୮ ଜିଲ୍ଲାକୁ କାଳବୈଶାଖୀ ଆଲର୍ଟ ଜାରି ହୋଇଛି। ଏହି ସମୟରେ ବର୍ଷା, ବିଜୁଳି, ଘଡ଼ଘଡ଼ି ସହ…

ଆହୁରି ପଢନ୍ତୁ

ରାମ ନବମୀ ପାଇଁ ଆଜ୍ଞାମାଳ ନେଲେ ମନମୋହନ

ଭଦ୍ରକ: ଭଦ୍ରକ ପ୍ରସିଦ୍ଧ ଶ୍ରୀରାମ ନବମୀ ପାଇଁ ଆରଡିପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରୁ ଯାଇଛି ଆଜ୍ଞାମାଳ। ବାବାଙ୍କ ପାଖରେ ପୂଜାର୍ଚ୍ଚନା ପରେ ଆଜ୍ଞାମାଳ ଆସିଥିଲା। ପରେ ଘଣ୍ଟ ଘଣ୍ଟା କିର୍ତ୍ତନ ସହ ରାଜ୍ୟସଭା ସାଂସଦ ତଥା ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ଅନ୍ୟମାନେ ମନ୍ଦିର ବେଢ଼ା ପରିକ୍ରମା କରିଥିବା ଦେଖିବାକୁ ମିଳିଥିଲା। ପରେ ଏକ ସୁସଜ୍ଜିତ ରଥରେ ଆଜ୍ଞାମାଳ ବିଜେ କରାଇଥିଲେ। ଏହି ରଥକୁ ଶ୍ରଦ୍ଧାଳୁମାନେ  ଭକ୍ତ ନଗରୀ ପରିକ୍ରମା କରାଇ ଭଦ୍ରକ ଅଭିମୁଖେ…

ଆହୁରି ପଢନ୍ତୁ

୧୫ ପ୍ରସ୍ତାବରେ ଲାଗିଲା ରାଜ୍ୟ କ୍ୟାବିନେଟ୍ ମୋହର

ଭୁବନେଶ୍ୱର: ଶୁକ୍ରବାର ରାଜ୍ୟ କ୍ୟାବିନେଟର ୨୮ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । କ୍ୟାବିନେଟ ବୈଠକରେ ମୋଟ ୧୦ଟି ବିଭିନ୍ନ ବିଭାଗର ୧୫ଟି ପ୍ରସ୍ତାବ ଆଗତ ପୂର୍ବକ ଆଲୋଚନା କରାଯାଇ ଅନୁମୋଦନ କରାଯାଇଛି l ସେଥିରୁ ଗୋଟିଏ ସପ୍ତଦଶ ବିଧାନସଭା ୪ର୍ଥ ଅଧିବେଶନ ର ସତ୍ରାବସାନ ସମ୍ପର୍କିତ ଥିଲା l କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଏ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ମନୋଜ…

ଆହୁରି ପଢନ୍ତୁ

କେନ୍ଦୁଝର ହେବ ଇସ୍ପାତ ହବ୍ : ପ୍ରତିଷ୍ଠା ହେବ ରାଜ୍ୟର ଦ୍ୱିତୀୟ ବୃହତ ଇସ୍ପାତ କାରଖାନା

ଭୁବନେଶ୍ୱର: ଆଜି ଅପରାହ୍ନରେ ଭୁବନେଶ୍ୱର ରାଜ୍ୟ ଅତିଥି ଭବନ ଠାରେ କେନ୍ଦୁଝର ଜିଲ୍ଲାର ବିଭିନ୍ନ ସଂଗଠନ ଓ ନାଗରିକ ମଞ୍ଚ ଜିଲ୍ଲାରେ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଓ ସମ୍ୱର୍ଦ୍ଧନା ଜ୍ଞାପନ କରିଥିଲେ। ଦକ୍ଷିଣ କୋରିଆର ପ୍ରସିଦ୍ଧ ଇସ୍ପାତ ଶିଳ୍ପ ପୋସ୍କୋ ଏବଂ ଭାରତର ଜେ.ଏସ୍.ଡବ୍ଲ୍ୟୁର ମିଳିତ ଆନୁକୂଲ୍ୟରେ କେନ୍ଦୁଝର ଜିଲ୍ଲାର ପାଟଣା ଅଞ୍ଚଳରେ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି । ଏହା ହେବ ରାଜ୍ୟର ଦ୍ୱିତୀୟ ବୃହତ ଇସ୍ପାତ କାରଖାନା। ଜିଲ୍ଲାରେ…

ଆହୁରି ପଢନ୍ତୁ

ପ୍ରାଥମିକ ଶିକ୍ଷା ପାଇଁ ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ: ମୋହନ ସରକାର

ଭୁବନେଶ୍ୱର: ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱ ଆରୋପ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୩୬ରେ ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ପ୍ରାଥମିକ ଶିକ୍ଷାର ଯଥେଷ୍ଟ ଗୁରୁତ୍ୱ ରହିଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ୍ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର…

ଆହୁରି ପଢନ୍ତୁ

ଉତ୍କଳ ଭାରତୀ କଳା ବିକାଶ କେନ୍ଦ୍ରର ୭ମ ବାର୍ଷିକ ଉତ୍ସବ: କଳା ଓ ସଂସ୍କୃତି ସମାଜର ଅବିଚ୍ଛେଦ୍ୟ ଅଙ୍ଗ

ନାଉଗାଁ;୧୬।୬ : ପବିତ୍ର ରଜ ଉତ୍ସବ ଅବସରରେ ନାଉଗାଁ ବ୍ଲକ ଅନ୍ତର୍ଗତ ତିହୁଡ଼ା ସ୍ଥିତ ମା’ ଜାଗୁଳାଇ ମନ୍ଦିର ପରିସରରେ ଉତ୍କଳ ଭାରତୀ କଳା ବିକାଶ କେନ୍ଦ୍ରର ୭ମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ଉତ୍ସବକୁ ଉଦଘାଟକ ତଥା ମୁଖ୍ୟ ଅତିଥି ଭାବରେ ଜଗନ୍ନାଥ ସଂସ୍କୃତି ପ୍ରଚାରକ ବାବା ସତ୍ୟାନନ୍ଦ ଦାସ ଉଦଘାଟନ କରିଥିବା ବେଳେ ମୁଖ୍ୟ ବକ୍ତା ବିଶିଷ୍ଟ ସମାଜସେବୀ ଡାକ୍ତର ବିଚିତ୍ର କୁମାର ପଣ୍ଡା ଉପସ୍ଥିତ ଥିଲେ। ଅନୁଷ୍ଠାନର ମୁଖ୍ୟ ଉପଦେଷ୍ଟା…

ଆହୁରି ପଢନ୍ତୁ

ପୁଣି ଥରିଲାଣି ଛାତି, ହୁ ହୁ ହୋଇ ବଢୁଛି କରୋନା

ଭୁବନେଶ୍ବର:  ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୪୫ ରେ ପହଞ୍ଚିଲା ସଂକ୍ରମିତଙ୍କ ସଂଖ୍ୟା । ଗତକାଲି ଶନିବାର ପର୍ଯ୍ୟନ୍ତ ରାଜ୍ୟରେ ୩୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ନେଇ ଆକ୍ରାନ୍ତଙ୍କ ସଂଖ୍ୟା ୪୫କୁ ବୃଦ୍ଧି ପାଇଛି । ରାଜ୍ୟରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩ ରହିଛି । ବର୍ତ୍ତମାନ ସୁଦ୍ଧା ୧୨ଜଣ କରୋନା ଆକ୍ରାନ୍ତ ସୁସ୍ଥ  ହେବା…

ଆହୁରି ପଢନ୍ତୁ