ଛାତ୍ରୀଙ୍କୁ ଅସଦାଚରଣ, ବନ୍ଧା ହେଲେ ପ୍ରଧାନ ଶିକ୍ଷକ

ଜଗତସିଂହପୁର : ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ବନ୍ଧା ହୋଇଛନ୍ତି ପ୍ରଧାନ ଶିକ୍ଷକ। ଏପରି ଘଟଣା ଦେଖିବାକୁ ମିଳିଛି ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଳକ ଅଧୀନ ଡାବର ପଞ୍ଚାୟତର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ। ଏହି ବିଦ୍ୟାଳୟର ଜଣେ ଛାତ୍ରୀଙ୍କୁ ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରୁଦ୍ର ପ୍ରସାଦ ସ୍ୱାଇଁ ଅସଦାଚରଣ କରିଥିବା ନେଇ ଛାତ୍ରୀ ଜଣକ ସୁରକ୍ଷା ହେଲ୍ପଲାଇନରେ ଅଭିଯୋଗ କରିଥିଲେ।  ଖବର ପାଇ  ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ମୁଖ୍ୟ ଅଧିକାରୀଙ୍କ ସମେତ  ତିନି ଜଣିଆ ଟିମ…

ଆହୁରି ପଢନ୍ତୁ

ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ସିସିଲୋର “ସ୍କୁଲ ମହୋତ୍ସବ – ୨୦୨୫” ଅନୁଷ୍ଠିତ

ବାଲିଅନ୍ତା (ଅରୁଣ ଶତପଥୀ) : ବାଲିଅନ୍ତା ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ସିସିଲୋର “ସ୍କୁଲ ମହୋତ୍ସବ – ୨୦୨୫” ଓ ପୁରସ୍କାର ବିତରଣ ଉତ୍ସବ ଆଜି ବିଦ୍ୟାଳୟର ପ୍ରତିଷ୍ଠାତା ବରିଷ୍ଟ ସଦସ୍ୟ ମାଗୁଣି ଚରଣ ସେଠୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜୟଦେବ ବିଧାୟକ ନବକିଶୋର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି ଉତ୍ସବକୁ ଉଦ୍ଘାଟନ କରିଥିଲେ । ପ୍ରଧାନଶିକ୍ଷକ ବିଷ୍ଣୁନାରାୟଣ ସୁବୁଦ୍ଧି ବାର୍ଷିକ ବିବରଣୀ ପାଠ କଲାପରେ ମୁଖ୍ୟ…

ଆହୁରି ପଢନ୍ତୁ

ଉତ୍କଳ ଦିବସରେ ହେବ ଜୟଦେବ ଗଣଦୌଡ

ବାଲିଅନ୍ତା (ଅରୁଣ ଶତପଥୀ): ପବିତ୍ର ଉତ୍କଳ ଦିବସ ଅବସରରେ ନିର୍ଭୀକ ଖବର ଓ ଅରବିନ୍ଦ ୟୁଥ୍ ଆଣ୍ଡ ସୋସିଆଲ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆୟୋଜିତ ହେବାକୁ ଥିବା ଜୟଦେବ ଗଣଦୌଡ-୨୦୨୫ ପାଇଁ ଏକ ସାମ୍ବାଦିକ ସମ୍ମିଳନୀ ବାଳକାଟି ସ୍ଥିତ ଶ୍ରୀ କନଭେସନ ଠାରେ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ଏପ୍ରିଲ ୧ ତାରିଖ ଉତ୍କଳ ଦିବସରେ ବାଳକାଟି ସ୍ଥିତ ସଂଗୀତ ସୁଧାକର ବାଳକୃଷ୍ଣ ଦାଶଙ୍କ ପ୍ରତିମୂର୍ତ୍ତି ଠାରୁ ଏହି ଗଣଦୌଡ ଆରମ୍ଭ ହୋଇ ହୀରାପୁର ସ୍ଥିତ ମା’…

ଆହୁରି ପଢନ୍ତୁ

ସାମ୍ୟବାଦୀ ଆନ୍ଦୋଳନର ସ୍ୱତନ୍ତ୍ର ପରିଚୟ ରବି ରାୟ

ବାଲିପାଟଣା (ଅରୁଣ ଶତପଥୀ) : ଭୁବନେଶ୍ୱର ସ୍ଥିତ ଲୋହିଆ ଏକାଡେମୀ ଓ଼ ରବି ରାୟ ସ୍ମୃତି ସଂସଦର ମିଳିତ ଆନୁକୂଲ୍ୟରେ ଲୋକସଭାର ପୂର୍ବତନ ବାଚସ୍ପତି ରବି ରାୟଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀ ବୁଧବାର ତାଙ୍କର ଜନ୍ମସ୍ଥାନ ତଥା ବାଲିପାଟଣା ବ୍ଲକ ଅନ୍ତର୍ଗତ ଭଅଁରା ନିଜିଗଡ଼ ଠାରେ ଅନୁଷ୍ଠିତ ହୋଇଯାଇଛି। ସ୍ମୃତି ସଂସଦ ସଭାପତି ଅଭିମନ୍ୟୁ ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗଦାନ କରି ବାଲିପାଟଣା ଶିଶୁ ଅନନ୍ତ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ କ୍ଷୀରୋଦ…

ଆହୁରି ପଢନ୍ତୁ

ନିଆଁ ଲାଗି ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

ବାଲିପାଟଣା (ଅରୁଣ ଶତପଥୀ) : ବାଲିପାଟଣା ଥାନା ଅନ୍ତର୍ଗତ ବିଶ୍ଵନାଥପୁର ଛକ ନିକଟରେ ସର୍ଟ ସର୍କିଟ୍ ଯୋଗୁଁ ଘରେ ନିଆଁ ଲାଗି ଘର ଜଳି ଯାଇଛି ।  ଏହା ସହିତ ଘରେ ଥିବା  ସୁନା ଗହଣା ସହିତ ଲକ୍ଷାଧିକ ଟଙ୍କାର ଆସବାବ ପତ୍ର ମଧ୍ୟ ପୋଡି ପାଉଁଶ ହୋଇଯାଇଥିବା ଜଣାପଡିଛି । ସୂଚନା ଅନୁଯାଇ ଉକ୍ତ  ଛକ ନିକଟରେ ନେତ୍ରାନନ୍ଦ ସତପଥିଙ୍କ ଘରେ ଗତ କାଲି ବ୍ରତଘର ଉତ୍ସବ ପାଳନ ହୋଇଥିଲା।ବୁଧବାର ଅପରାହ୍ନ ପ୍ରାୟ ୩ ଟା…

ଆହୁରି ପଢନ୍ତୁ

ସୋମବାର ଯାଏଁ ମୁଲତବି ହେଲା ବିଧାନସଭା

ଭୁବନେଶ୍ଵର: ସୋମବାର ଯାଏଁ ମୁଲତବି ହେଲା ବିଧାନସଭା । ଆଜି ବାରମ୍ବାର ଗୃହ କାର୍ଯ୍ୟ ବ୍ୟାଘାତ ହେବା ପରେ ସୋମବାର ଯାଏଁ ଗୃହ କାର୍ଯ୍ୟକୁ ମୁଲତବି କରିଛନ୍ତି ବାଚସ୍ପତି । ସୂଚନା ଯୋଗ୍ୟ, ଆଜି ବିଧାନସଭା ଦ୍ୱିତୀୟ ପଯ୍ୟାୟ ବଜେଟ ଅଧିବେଶନର ଆରମ୍ଭରୁ ପ୍ରବଳ ହଟ୍ଟଗୋଳ ଦେଖାଦେଇଥିଲା । ପ୍ରବଳ ହଟ୍ଟଗୋଳ ଯୋଗୁଁ ଗୃହକୁ ମୁଲତବି ରଖିଥିଲେ ବାଚସ୍ପତି ସୁରମା ପାଢୀ । ଦିନ ୧୨ଟା ଯାଏଁ ଗୃହକୁ ମୁଲତବି ରଖିଥିଲେ । ବିଧାନସଭାରେ ବିଜୁ ବାବୁ…

ଆହୁରି ପଢନ୍ତୁ

କୋଟିପତି ଯୁଗ୍ମ କମିଶନର ବନ୍ଧା ହେଲେ

ଭୁବନେଶ୍ଵର: ଗିରଫ ହେଲେ କଟକ ଏସଟିଏ ଯୁଗ୍ମ କମିଶନର ପ୍ରଦୀପ ମହାନ୍ତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରଦୀପ ମହାନ୍ତିଙ୍କୁ ଗିରଫ କରିଛି ଭିଜିଲାନ୍ସ । ଗତକାଲି ଏସଟିଏ ଯୁଗ୍ମ କମିଶନର ପ୍ରଦୀପ ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢାଉ ଚାଲିଥିବା ବେଳେ ଘରୁ ୨ କେଜି ୧୦୦ ଗ୍ରାମ ସୁନା ସହ ୧୭ ଲକ୍ଷ ଟଙ୍କା ଠାବ କରିଥିଲା ଭିଜିଲାନ୍ସ । ସୂଚନା ଅନୁସାରେ, ଗୁରୁବାର ଭିଜିଲାନ୍ସ ପକ୍ଷରୁ ଆୟ ବହିର୍ଭୂତ ସମ୍ପତି ଠୁଳ…

ଆହୁରି ପଢନ୍ତୁ

ଆଧୂନିକୀକରଣ ହେବ ପୁଲିସ ବିଭାଗ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁଲିସ ଚାକିରିରେ ନିଜର ବ୍ୟକ୍ତିଗତ ଜୀବନରେ ଅନେକ ତ୍ୟାଗ ଦେବାକୁ ପଡିଥାଏ  । ସାଧାରଣତ ଗରିବ, ମହିଳା ଏବଂ ପିଲାମାନଙ୍କର ସୁରକ୍ଷା ପୁଲିସ ଉପରେ ନିର୍ଭର କରେ। ୟୁନିଫର୍ମ ସର୍ଭିସ୍‌କୁ ଗର୍ବ ଏବଂ ଜନସାଧାରଣଙ୍କ  ସେବାର ଏକ ମାଧ୍ୟମ ଭାବେ ଗ୍ରହଣ କରିବାକୁ ଆପଣମାନଙ୍କୁ ସଦା ସର୍ବଦା ପ୍ରସ୍ତୁତ ହେବାକୁ ପଡିବ ଓ ସାଧାରଣ ଲୋକମାନଙ୍କର ବିଶ୍ଵାସ ଭାଜନ ହେବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଭୁବନେଶ୍ୱର ସ୍ଥିତ ବିଜୁ ପଟ୍ଟନାୟକ…

ଆହୁରି ପଢନ୍ତୁ
ଉପରକୁ ଯାଆନ୍ତୁ
Технический партнер Килограмм казино зеркалоПровайдер услуг Орка 88 казино зеркалоПромо-партнер Лотору казиноБизнес-партнер Магнит казиноПри поддержке Эномо