୧୫ ପ୍ରସ୍ତାବରେ ଲାଗିଲା ରାଜ୍ୟ କ୍ୟାବିନେଟ୍ ମୋହର

ଭୁବନେଶ୍ୱର: ଶୁକ୍ରବାର ରାଜ୍ୟ କ୍ୟାବିନେଟର ୨୮ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । କ୍ୟାବିନେଟ ବୈଠକରେ ମୋଟ ୧୦ଟି ବିଭିନ୍ନ ବିଭାଗର ୧୫ଟି ପ୍ରସ୍ତାବ ଆଗତ ପୂର୍ବକ ଆଲୋଚନା କରାଯାଇ ଅନୁମୋଦନ କରାଯାଇଛି l ସେଥିରୁ ଗୋଟିଏ ସପ୍ତଦଶ ବିଧାନସଭା ୪ର୍ଥ ଅଧିବେଶନ ର ସତ୍ରାବସାନ ସମ୍ପର୍କିତ ଥିଲା l କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଏ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ମନୋଜ…

ଆହୁରି ପଢନ୍ତୁ

କେନ୍ଦୁଝର ହେବ ଇସ୍ପାତ ହବ୍ : ପ୍ରତିଷ୍ଠା ହେବ ରାଜ୍ୟର ଦ୍ୱିତୀୟ ବୃହତ ଇସ୍ପାତ କାରଖାନା

ଭୁବନେଶ୍ୱର: ଆଜି ଅପରାହ୍ନରେ ଭୁବନେଶ୍ୱର ରାଜ୍ୟ ଅତିଥି ଭବନ ଠାରେ କେନ୍ଦୁଝର ଜିଲ୍ଲାର ବିଭିନ୍ନ ସଂଗଠନ ଓ ନାଗରିକ ମଞ୍ଚ ଜିଲ୍ଲାରେ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଓ ସମ୍ୱର୍ଦ୍ଧନା ଜ୍ଞାପନ କରିଥିଲେ। ଦକ୍ଷିଣ କୋରିଆର ପ୍ରସିଦ୍ଧ ଇସ୍ପାତ ଶିଳ୍ପ ପୋସ୍କୋ ଏବଂ ଭାରତର ଜେ.ଏସ୍.ଡବ୍ଲ୍ୟୁର ମିଳିତ ଆନୁକୂଲ୍ୟରେ କେନ୍ଦୁଝର ଜିଲ୍ଲାର ପାଟଣା ଅଞ୍ଚଳରେ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି । ଏହା ହେବ ରାଜ୍ୟର ଦ୍ୱିତୀୟ ବୃହତ ଇସ୍ପାତ କାରଖାନା। ଜିଲ୍ଲାରେ…

ଆହୁରି ପଢନ୍ତୁ

ପ୍ରାଥମିକ ଶିକ୍ଷା ପାଇଁ ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ: ମୋହନ ସରକାର

ଭୁବନେଶ୍ୱର: ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱ ଆରୋପ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୩୬ରେ ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ପ୍ରାଥମିକ ଶିକ୍ଷାର ଯଥେଷ୍ଟ ଗୁରୁତ୍ୱ ରହିଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ୍ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର…

ଆହୁରି ପଢନ୍ତୁ

ଉତ୍କଳ ଭାରତୀ କଳା ବିକାଶ କେନ୍ଦ୍ରର ୭ମ ବାର୍ଷିକ ଉତ୍ସବ: କଳା ଓ ସଂସ୍କୃତି ସମାଜର ଅବିଚ୍ଛେଦ୍ୟ ଅଙ୍ଗ

ନାଉଗାଁ;୧୬।୬ : ପବିତ୍ର ରଜ ଉତ୍ସବ ଅବସରରେ ନାଉଗାଁ ବ୍ଲକ ଅନ୍ତର୍ଗତ ତିହୁଡ଼ା ସ୍ଥିତ ମା’ ଜାଗୁଳାଇ ମନ୍ଦିର ପରିସରରେ ଉତ୍କଳ ଭାରତୀ କଳା ବିକାଶ କେନ୍ଦ୍ରର ୭ମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ଉତ୍ସବକୁ ଉଦଘାଟକ ତଥା ମୁଖ୍ୟ ଅତିଥି ଭାବରେ ଜଗନ୍ନାଥ ସଂସ୍କୃତି ପ୍ରଚାରକ ବାବା ସତ୍ୟାନନ୍ଦ ଦାସ ଉଦଘାଟନ କରିଥିବା ବେଳେ ମୁଖ୍ୟ ବକ୍ତା ବିଶିଷ୍ଟ ସମାଜସେବୀ ଡାକ୍ତର ବିଚିତ୍ର କୁମାର ପଣ୍ଡା ଉପସ୍ଥିତ ଥିଲେ। ଅନୁଷ୍ଠାନର ମୁଖ୍ୟ ଉପଦେଷ୍ଟା…

ଆହୁରି ପଢନ୍ତୁ

ରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ: ପିଲାଙ୍କ ଭବିଷ୍ୟତ ନଷ୍ଟ କରୁଛି ମୋବାଇଲ ଫୋନ

ବାଲିପାଟଣା (ଅରୁଣ ଶତପଥୀ) : ବାଲିପାଟଣା ବ୍ଲକ ଶିକ୍ଷା କାର୍ଯ୍ୟଳୟ ଅଧୀନ କୁରୁଞ୍ଜିପୁର ରାମଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବରେ ବାଲିପାଟଣା ଗୋଷ୍ଠୀ ଶିକ୍ଷା ଅଧିକାରୀ ବିଜୟ ବେହେରା ଯୋଗଦେଇ ଶିକ୍ଷକ ତଥା ଛାତ୍ରଛାତ୍ରୀମାନଙ୍କୁ ବହୁ ଉପାଦେୟ ଉପଦେଶ ପ୍ରଦାନ କରିଥିଲେ । ସଭାକାର୍ଯ୍ୟ ଆରମ୍ଭରେ ବିଦ୍ୟାଳୟର ଛାତ୍ରୀମାନେ ସ୍ୱାଗତ ସଙ୍ଗୀତ ଗାନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଜୟ କୁମାର ବେହେରା ସଭାପତିତ୍ୱ…

ଆହୁରି ପଢନ୍ତୁ

ଜଳେଶ୍ଵର ପଡ଼ାରେ ଦୋଳ ମେଳଣ, ଅହୋରାତ୍ର ନାମଯଜ୍ଞ

ଜଗତସିଂହପୁର : ପବିତ୍ର ଦୋଳ ଉତ୍ସବରେ ପ୍ରଭୁ ଦୋଳଗୋବିନ୍ଦଙ୍କ ବିବାନ ଯାତ୍ରା ଅବସରରେ ନଉଗାଁ ବ୍ଲକ ଅନ୍ତର୍ଗତ ଜଳେଶ୍ଵର ପଡା ଗ୍ରାମରେ ଅଷ୍ଟମ ପ୍ରହର ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି। ଗ୍ରାମବାସୀ ଓ ଶ୍ରଦ୍ଧାଳୁଙ୍କ ସହଯୋଗରେ ଦ୍ବାଦଶ ବର୍ଷରେ ପଦାର୍ପଣ କରିଥିବା ଉତ୍ସବରେ ଚଳିତ ବର୍ଷ ପ୍ରଭୁ ଗୋପୀନାଥ ଜୀଉ ଝୁଲଣ ମଣ୍ଡପରେ ବିବାନରେ ଅଧିଷ୍ଠିତ ହୋଇ ଗ୍ରାମବାସୀଙ୍କୁ ଆର୍ଶୀବାଦ କରିବା ସହିତ ତିନି ଦିନ ବ୍ୟାପୀ ଅହୋରାତ୍ର ନାମଯଜ୍ଞ ଚାଲିଥିଲା। ଶେଷ ଦିନରେ ନଗର ପରିକ୍ରମା ଓ…

ଆହୁରି ପଢନ୍ତୁ

ଛାତ୍ରୀଙ୍କୁ ଅସଦାଚରଣ, ବନ୍ଧା ହେଲେ ପ୍ରଧାନ ଶିକ୍ଷକ

ଜଗତସିଂହପୁର : ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ବନ୍ଧା ହୋଇଛନ୍ତି ପ୍ରଧାନ ଶିକ୍ଷକ। ଏପରି ଘଟଣା ଦେଖିବାକୁ ମିଳିଛି ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଳକ ଅଧୀନ ଡାବର ପଞ୍ଚାୟତର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ। ଏହି ବିଦ୍ୟାଳୟର ଜଣେ ଛାତ୍ରୀଙ୍କୁ ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରୁଦ୍ର ପ୍ରସାଦ ସ୍ୱାଇଁ ଅସଦାଚରଣ କରିଥିବା ନେଇ ଛାତ୍ରୀ ଜଣକ ସୁରକ୍ଷା ହେଲ୍ପଲାଇନରେ ଅଭିଯୋଗ କରିଥିଲେ।  ଖବର ପାଇ  ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ମୁଖ୍ୟ ଅଧିକାରୀଙ୍କ ସମେତ  ତିନି ଜଣିଆ ଟିମ…

ଆହୁରି ପଢନ୍ତୁ

ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ସିସିଲୋର “ସ୍କୁଲ ମହୋତ୍ସବ – ୨୦୨୫” ଅନୁଷ୍ଠିତ

ବାଲିଅନ୍ତା (ଅରୁଣ ଶତପଥୀ) : ବାଲିଅନ୍ତା ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ସିସିଲୋର “ସ୍କୁଲ ମହୋତ୍ସବ – ୨୦୨୫” ଓ ପୁରସ୍କାର ବିତରଣ ଉତ୍ସବ ଆଜି ବିଦ୍ୟାଳୟର ପ୍ରତିଷ୍ଠାତା ବରିଷ୍ଟ ସଦସ୍ୟ ମାଗୁଣି ଚରଣ ସେଠୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜୟଦେବ ବିଧାୟକ ନବକିଶୋର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି ଉତ୍ସବକୁ ଉଦ୍ଘାଟନ କରିଥିଲେ । ପ୍ରଧାନଶିକ୍ଷକ ବିଷ୍ଣୁନାରାୟଣ ସୁବୁଦ୍ଧି ବାର୍ଷିକ ବିବରଣୀ ପାଠ କଲାପରେ ମୁଖ୍ୟ…

ଆହୁରି ପଢନ୍ତୁ

ଏମିତି କରୁଛନ୍ତି କି ? ହୋଇଯିବେ ବଧିର ..

ନୂଆଦିଲ୍ଲୀ: ଆଜି କାଲି କାନରେ ଯାହାର ଦେଖା ଇୟରଫୋନ୍ ଏବଂ ହେଡଫୋନ୍ ନିହାତି ଲାଗିଥିବ। ରାସ୍ତା ଠାରୁ ଆରମ୍ଭ କରି କାର୍ଯ୍ୟାଳୟ ପର୍ଯ୍ୟନ୍ତ ସବୁଠୁ ଇୟରଫୋନ୍ ଏବଂ ହେଡଫୋନ୍ ବ୍ୟବହାରର ଚାହିଦା ରହିଛି। ହେଲେ ଏହାକୁ ନେଇ ଏବେ ସତର୍କ କରାଇଲାନି ସ୍ବାସ୍ଥ୍ୟ ମନ୍ତ୍ରାଳୟ। ଅଧିକ ସମୟ ଇୟରଫୋନ୍ ଏବଂ ହେଡଫୋନ୍ ବ୍ୟବହାର କରିବା କାନ ପାଇଁ ବଡ଼ କ୍ଷତି ଆଣିବା ନେଇ ଚେତାବନୀ ଦେଲାଣି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିବାନୁଯାୟୀ, ଇୟରଫୋନ୍ ଏବଂ ହେଡଫୋନ୍ ବ୍ୟବହାର କରିବା…

ଆହୁରି ପଢନ୍ତୁ
ଉପରକୁ ଯାଆନ୍ତୁ
Технический партнер Килограмм казино зеркалоПровайдер услуг Орка 88 казино зеркалоПромо-партнер Лотору казиноБизнес-партнер Магнит казиноПри поддержке Эномо