ପ୍ରାଥମିକ ଶିକ୍ଷା ପାଇଁ ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ: ମୋହନ ସରକାର

ଭୁବନେଶ୍ୱର: ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱ ଆରୋପ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୩୬ରେ ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ପ୍ରାଥମିକ ଶିକ୍ଷାର ଯଥେଷ୍ଟ ଗୁରୁତ୍ୱ ରହିଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ୍ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର…

ଆହୁରି ପଢନ୍ତୁ

ରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ: ପିଲାଙ୍କ ଭବିଷ୍ୟତ ନଷ୍ଟ କରୁଛି ମୋବାଇଲ ଫୋନ

ବାଲିପାଟଣା (ଅରୁଣ ଶତପଥୀ) : ବାଲିପାଟଣା ବ୍ଲକ ଶିକ୍ଷା କାର୍ଯ୍ୟଳୟ ଅଧୀନ କୁରୁଞ୍ଜିପୁର ରାମଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବରେ ବାଲିପାଟଣା ଗୋଷ୍ଠୀ ଶିକ୍ଷା ଅଧିକାରୀ ବିଜୟ ବେହେରା ଯୋଗଦେଇ ଶିକ୍ଷକ ତଥା ଛାତ୍ରଛାତ୍ରୀମାନଙ୍କୁ ବହୁ ଉପାଦେୟ ଉପଦେଶ ପ୍ରଦାନ କରିଥିଲେ । ସଭାକାର୍ଯ୍ୟ ଆରମ୍ଭରେ ବିଦ୍ୟାଳୟର ଛାତ୍ରୀମାନେ ସ୍ୱାଗତ ସଙ୍ଗୀତ ଗାନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଜୟ କୁମାର ବେହେରା ସଭାପତିତ୍ୱ…

ଆହୁରି ପଢନ୍ତୁ

ଛାତ୍ରୀଙ୍କୁ ଅସଦାଚରଣ, ବନ୍ଧା ହେଲେ ପ୍ରଧାନ ଶିକ୍ଷକ

ଜଗତସିଂହପୁର : ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ବନ୍ଧା ହୋଇଛନ୍ତି ପ୍ରଧାନ ଶିକ୍ଷକ। ଏପରି ଘଟଣା ଦେଖିବାକୁ ମିଳିଛି ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଳକ ଅଧୀନ ଡାବର ପଞ୍ଚାୟତର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ। ଏହି ବିଦ୍ୟାଳୟର ଜଣେ ଛାତ୍ରୀଙ୍କୁ ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରୁଦ୍ର ପ୍ରସାଦ ସ୍ୱାଇଁ ଅସଦାଚରଣ କରିଥିବା ନେଇ ଛାତ୍ରୀ ଜଣକ ସୁରକ୍ଷା ହେଲ୍ପଲାଇନରେ ଅଭିଯୋଗ କରିଥିଲେ।  ଖବର ପାଇ  ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ମୁଖ୍ୟ ଅଧିକାରୀଙ୍କ ସମେତ  ତିନି ଜଣିଆ ଟିମ…

ଆହୁରି ପଢନ୍ତୁ

ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ସିସିଲୋର “ସ୍କୁଲ ମହୋତ୍ସବ – ୨୦୨୫” ଅନୁଷ୍ଠିତ

ବାଲିଅନ୍ତା (ଅରୁଣ ଶତପଥୀ) : ବାଲିଅନ୍ତା ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ସିସିଲୋର “ସ୍କୁଲ ମହୋତ୍ସବ – ୨୦୨୫” ଓ ପୁରସ୍କାର ବିତରଣ ଉତ୍ସବ ଆଜି ବିଦ୍ୟାଳୟର ପ୍ରତିଷ୍ଠାତା ବରିଷ୍ଟ ସଦସ୍ୟ ମାଗୁଣି ଚରଣ ସେଠୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜୟଦେବ ବିଧାୟକ ନବକିଶୋର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି ଉତ୍ସବକୁ ଉଦ୍ଘାଟନ କରିଥିଲେ । ପ୍ରଧାନଶିକ୍ଷକ ବିଷ୍ଣୁନାରାୟଣ ସୁବୁଦ୍ଧି ବାର୍ଷିକ ବିବରଣୀ ପାଠ କଲାପରେ ମୁଖ୍ୟ…

ଆହୁରି ପଢନ୍ତୁ
ଉପରକୁ ଯାଆନ୍ତୁ
Технический партнер Килограмм казино зеркалоПровайдер услуг Орка 88 казино зеркалоПромо-партнер Лотору казиноБизнес-партнер Магнит казиноПри поддержке Эномо