Headlines

ଛାତ୍ରୀଙ୍କୁ ଅସଦାଚରଣ, ବନ୍ଧା ହେଲେ ପ୍ରଧାନ ଶିକ୍ଷକ

ଜଗତସିଂହପୁର : ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ବନ୍ଧା ହୋଇଛନ୍ତି ପ୍ରଧାନ ଶିକ୍ଷକ। ଏପରି ଘଟଣା ଦେଖିବାକୁ ମିଳିଛି ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଳକ ଅଧୀନ ଡାବର ପଞ୍ଚାୟତର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ। ଏହି ବିଦ୍ୟାଳୟର ଜଣେ ଛାତ୍ରୀଙ୍କୁ ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରୁଦ୍ର ପ୍ରସାଦ ସ୍ୱାଇଁ ଅସଦାଚରଣ କରିଥିବା ନେଇ ଛାତ୍ରୀ ଜଣକ ସୁରକ୍ଷା ହେଲ୍ପଲାଇନରେ ଅଭିଯୋଗ କରିଥିଲେ।  ଖବର ପାଇ  ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ମୁଖ୍ୟ ଅଧିକାରୀଙ୍କ ସମେତ  ତିନି ଜଣିଆ ଟିମ…

ଆହୁରି ପଢନ୍ତୁ

ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ସିସିଲୋର “ସ୍କୁଲ ମହୋତ୍ସବ – ୨୦୨୫” ଅନୁଷ୍ଠିତ

ବାଲିଅନ୍ତା (ଅରୁଣ ଶତପଥୀ) : ବାଲିଅନ୍ତା ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ସିସିଲୋର “ସ୍କୁଲ ମହୋତ୍ସବ – ୨୦୨୫” ଓ ପୁରସ୍କାର ବିତରଣ ଉତ୍ସବ ଆଜି ବିଦ୍ୟାଳୟର ପ୍ରତିଷ୍ଠାତା ବରିଷ୍ଟ ସଦସ୍ୟ ମାଗୁଣି ଚରଣ ସେଠୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜୟଦେବ ବିଧାୟକ ନବକିଶୋର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି ଉତ୍ସବକୁ ଉଦ୍ଘାଟନ କରିଥିଲେ । ପ୍ରଧାନଶିକ୍ଷକ ବିଷ୍ଣୁନାରାୟଣ ସୁବୁଦ୍ଧି ବାର୍ଷିକ ବିବରଣୀ ପାଠ କଲାପରେ ମୁଖ୍ୟ…

ଆହୁରି ପଢନ୍ତୁ

ଏମିତି କରୁଛନ୍ତି କି ? ହୋଇଯିବେ ବଧିର ..

ନୂଆଦିଲ୍ଲୀ: ଆଜି କାଲି କାନରେ ଯାହାର ଦେଖା ଇୟରଫୋନ୍ ଏବଂ ହେଡଫୋନ୍ ନିହାତି ଲାଗିଥିବ। ରାସ୍ତା ଠାରୁ ଆରମ୍ଭ କରି କାର୍ଯ୍ୟାଳୟ ପର୍ଯ୍ୟନ୍ତ ସବୁଠୁ ଇୟରଫୋନ୍ ଏବଂ ହେଡଫୋନ୍ ବ୍ୟବହାରର ଚାହିଦା ରହିଛି। ହେଲେ ଏହାକୁ ନେଇ ଏବେ ସତର୍କ କରାଇଲାନି ସ୍ବାସ୍ଥ୍ୟ ମନ୍ତ୍ରାଳୟ। ଅଧିକ ସମୟ ଇୟରଫୋନ୍ ଏବଂ ହେଡଫୋନ୍ ବ୍ୟବହାର କରିବା କାନ ପାଇଁ ବଡ଼ କ୍ଷତି ଆଣିବା ନେଇ ଚେତାବନୀ ଦେଲାଣି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିବାନୁଯାୟୀ, ଇୟରଫୋନ୍ ଏବଂ ହେଡଫୋନ୍ ବ୍ୟବହାର କରିବା…

ଆହୁରି ପଢନ୍ତୁ