୧୫ ପ୍ରସ୍ତାବରେ ଲାଗିଲା ରାଜ୍ୟ କ୍ୟାବିନେଟ୍ ମୋହର

ଭୁବନେଶ୍ୱର: ଶୁକ୍ରବାର ରାଜ୍ୟ କ୍ୟାବିନେଟର ୨୮ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । କ୍ୟାବିନେଟ ବୈଠକରେ ମୋଟ ୧୦ଟି ବିଭିନ୍ନ ବିଭାଗର ୧୫ଟି ପ୍ରସ୍ତାବ ଆଗତ ପୂର୍ବକ ଆଲୋଚନା କରାଯାଇ ଅନୁମୋଦନ କରାଯାଇଛି l ସେଥିରୁ ଗୋଟିଏ ସପ୍ତଦଶ ବିଧାନସଭା ୪ର୍ଥ ଅଧିବେଶନ ର ସତ୍ରାବସାନ ସମ୍ପର୍କିତ ଥିଲା l କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଏ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ମନୋଜ…

ଆହୁରି ପଢନ୍ତୁ

ପ୍ରାଥମିକ ଶିକ୍ଷା ପାଇଁ ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ: ମୋହନ ସରକାର

ଭୁବନେଶ୍ୱର: ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱ ଆରୋପ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୩୬ରେ ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ପ୍ରାଥମିକ ଶିକ୍ଷାର ଯଥେଷ୍ଟ ଗୁରୁତ୍ୱ ରହିଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ୍ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର…

ଆହୁରି ପଢନ୍ତୁ

ଗୃହରୁ ସସପେଣ୍ଡ ହେଲେ ତାରା ବାହିନୀପତି

ଭୁବନେଶ୍ବର: ଗୃହରୁ ସସପେଣ୍ଡ ହୋଇଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି। ବିଶୃଙ୍ଖଳିତ ଆଚରଣ ପାଇଁ ୭ ଦିନ ପାଇଁ ଗୃହରୁ ସସପେଣ୍ଡ ହେଲେ ତାରା। ତାଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ। ସୂଚନା ଅନୁଯାୟୀ, ଆଜି ବିଧାନସଭା ଅଧିବେଶନ ଚାଲିଥିବା ସମୟରେ ଗୃହରେ ଆରମ୍ଭ ହୋଇଥିଲା ତୁମ୍ବି ତୋଫାନ। ବିରୋଧୀ ଓ ଶାସକ ମଧ୍ୟରେ ଠେଲାପେଲା ଦୃଶ୍ୟ ଦେଖିବାକୁ ମିଳିଥିଲା। ଏପରିକି ବିରୋଧୀ ଓ ଶାସକ ବିଧାୟକଙ୍କ ହାତାହାତି ଦୃଶ୍ୟ ମଧ୍ୟ ଆଜି ଦେଖିବାକୁ ମିଳିଥିଲା।…

ଆହୁରି ପଢନ୍ତୁ

ସୋମବାର ଯାଏଁ ମୁଲତବି ହେଲା ବିଧାନସଭା

ଭୁବନେଶ୍ଵର: ସୋମବାର ଯାଏଁ ମୁଲତବି ହେଲା ବିଧାନସଭା । ଆଜି ବାରମ୍ବାର ଗୃହ କାର୍ଯ୍ୟ ବ୍ୟାଘାତ ହେବା ପରେ ସୋମବାର ଯାଏଁ ଗୃହ କାର୍ଯ୍ୟକୁ ମୁଲତବି କରିଛନ୍ତି ବାଚସ୍ପତି । ସୂଚନା ଯୋଗ୍ୟ, ଆଜି ବିଧାନସଭା ଦ୍ୱିତୀୟ ପଯ୍ୟାୟ ବଜେଟ ଅଧିବେଶନର ଆରମ୍ଭରୁ ପ୍ରବଳ ହଟ୍ଟଗୋଳ ଦେଖାଦେଇଥିଲା । ପ୍ରବଳ ହଟ୍ଟଗୋଳ ଯୋଗୁଁ ଗୃହକୁ ମୁଲତବି ରଖିଥିଲେ ବାଚସ୍ପତି ସୁରମା ପାଢୀ । ଦିନ ୧୨ଟା ଯାଏଁ ଗୃହକୁ ମୁଲତବି ରଖିଥିଲେ । ବିଧାନସଭାରେ ବିଜୁ ବାବୁ…

ଆହୁରି ପଢନ୍ତୁ
ଉପରକୁ ଯାଆନ୍ତୁ
Технический партнер Килограмм казино зеркалоПровайдер услуг Орка 88 казино зеркалоПромо-партнер Лотору казиноБизнес-партнер Магнит казиноПри поддержке Эномо