ଆଧୂନିକୀକରଣ ହେବ ପୁଲିସ ବିଭାଗ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁଲିସ ଚାକିରିରେ ନିଜର ବ୍ୟକ୍ତିଗତ ଜୀବନରେ ଅନେକ ତ୍ୟାଗ ଦେବାକୁ ପଡିଥାଏ  । ସାଧାରଣତ ଗରିବ, ମହିଳା ଏବଂ ପିଲାମାନଙ୍କର ସୁରକ୍ଷା ପୁଲିସ ଉପରେ ନିର୍ଭର କରେ। ୟୁନିଫର୍ମ ସର୍ଭିସ୍‌କୁ ଗର୍ବ ଏବଂ ଜନସାଧାରଣଙ୍କ  ସେବାର ଏକ ମାଧ୍ୟମ ଭାବେ ଗ୍ରହଣ କରିବାକୁ ଆପଣମାନଙ୍କୁ ସଦା ସର୍ବଦା ପ୍ରସ୍ତୁତ ହେବାକୁ ପଡିବ ଓ ସାଧାରଣ ଲୋକମାନଙ୍କର ବିଶ୍ଵାସ ଭାଜନ ହେବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଭୁବନେଶ୍ୱର ସ୍ଥିତ ବିଜୁ ପଟ୍ଟନାୟକ…

ଆହୁରି ପଢନ୍ତୁ